Daily news update , Real odisha local news

ଆଉ_ନାହାନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ_ଦାସ ହସ୍ପିଟାଲରେ ମୃତ୍ୟୁ ବରଣ କଲେ ଓଡ଼ିଶାର ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ …ଦେଖନ୍ତୁ video

0 1,676

ଆଉ ନାହାନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ , ଚିକିତ୍ସାଧିନ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କଲେ ସ୍ୱାସ୍ ମନ୍ତ୍ରୀ ନବ ଦାସ। ତେବେ ବର୍ତ୍ତମାନ ଯାହା ସବୁଠାରୁ ବଡ଼ ସୂଚନା ରହିଛି କି , ଓଡ଼ିଶା ର ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ଙ୍କ ର ମୃତ୍ୟୁ ହୋଇଛି ।

ତେବେ ଆଜି ASI ଗୋପାଳ କୃଷ୍ଣ ଙ୍କ ଗୁଳି ମାଡ଼ ରେ ଆହତ ହୋଇ ପଡୁଥିଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ଏବଂ ଭୁବନେଶ୍ୱର ର ଆପୋଲ ହସ୍ପିଟାଲରେ ତାଙ୍କର ଚିକିତ୍ସା ହେଉଥିବା ବେଳେ ବର୍ତ୍ତମାନ ତାଙ୍କୁ ମୃତ୍ୟୁ ହୋଇଛି। ତେବେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ମୃତ୍ୟୁ କୁ ନେଇ ବର୍ତ୍ତମାନ ଚାଲିଆଡ଼େ ସୃଷ୍ଟି ହେଉଛି ଶୋକାକୁଳ ପରିସ୍ଥିତି।

ତେବେ ବନ୍ଧୁଗଣ ଆପଣ ମାନେ ଜାଣିଥିବେ କି ଆଜି ASI ଗୋପାଳ ଙ୍କ ଗୁଳି ମାଡ଼ ରେ ଟଳି ପଡିଥିଲା ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ। ତେବେ ସୂଚନା ଅନୁସାରେ , ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ଆଜି ଏକ କାର୍ଯ୍ୟକ୍ରମ ରେ ଯୋଗ ଦେବା କୁ ଯାଉଥିବା ବେଳେ ଏହିଭଳି ଅଘଟଣ ଘଟିଥିଲା। ତେବେ ନବ ଦାସ , କାର ରୁ ତଳ କୁ ଉଲ୍ହେଇବା ସମୟ ରେ ଏ ଏସ ଆଇ (ASI) ଗୋପାଳ କୃଷ୍ଣ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କୁ ଗୁଳି ମାଡ଼ କରିଥିଲେ। ତେବେ ASI ଙ୍କ ଗୁଳି ଯାଇ ବାଜିଥିଲା ମନ୍ତ୍ରୀ ନବ ଦାସ ଙ୍କ ଛାତି ରେ। ଆଉ ସଂଗେ ସଂଗେ ସେ ସେଠା ରେ ଟଳି ପଡ଼ିଥିଲେ , ଆଉ ପାଖ ରେ ଥିବା ହସ୍ପିଟାଲ ରେ ତାଙ୍କୁ ଭର୍ତ୍ତି କରାଯାଇ ଥିଲା।

ତେବେ ବର୍ତ୍ତମାନ ଯାହା ଖବର ରହିଛି କି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ଙ୍କ ର ଚିକିତ୍ସା ଚାଲିଥିବା ବେଳେ ତାଙ୍କର ମୃତ୍ୟୁ ହୋଇଛି ଆଉ ସେ ଆର ପାରି କୁ ଚାଲି ଯାଇଛନ୍ତି। ତେବେ ଗୁଳି ମାଡ଼ ହେବା ପରେ ସଂଗେ ସଂଗେ ତାଙ୍କୁ ଏୟାର ଲିଫ୍ଟ କରି ଭୁବନେଶ୍ୱର ର ଆପୋଲ ହସ୍ପିଟାଲ ରେ ଭର୍ତ୍ତି କରାଯାଇଥିଲା। ଆଉ ଆପୋଲ ରେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ର ଓଟି ରେ ଚିକିତ୍ସା କରାଯାଉ ଥିଲା ଯାହାକୁ ନେଇ ମୁଖ୍ୟମନ୍ତ୍ରୀ ନିଜେ ମଧ୍ୟ ସେଠାରେ ତଦାରଖ ପାଇଁ ପହଁଚି ଥିଲେ। ମାତ୍ର ସବୁ ଚେଷ୍ଟା ପରେ ମଧ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ଙ୍କ ର ମୃତ୍ୟୁ ହୋଇଛି ଯାହାକି ଅତ୍ୟନ୍ତ ଦୁଖଃ ର କାହାଣୀ ଅଟେ।

ତେବେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ମୃତ୍ୟୁ କୁ ନେଇ ବର୍ତ୍ତମାନ ଏକ ଶକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି। ତେବେ କିନ୍ତୁ ବର୍ତ୍ତମାନ ପର୍ଯ୍ୟନ୍ତ ଜଣା ପଡି ନାହିଁ କି କାହିଁକି ASI ଗୋପାଳ କୃଷ୍ଣ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ଉପର କୁ ଗୁଳି କଲେ କିମ୍ବା କାହିଁକି ସେ ତାଙ୍କୁ ହତ୍ୟା କଲେ ଏନେଇ କୌଣସି ସୂଚନା ନାହିଁ। ତେବେ ଆମେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ଙ୍କ ର ଅନ୍ତମ ଆତ୍ମା ର ସଦ୍ଗତି ପାଇଁ ପ୍ରାର୍ଥନା କରୁଛନ୍ତି ଏବଂ ତାଙ୍କର ହତ୍ୟାକାରୀ ଙ୍କୁ ଉଚିତ ଦଣ୍ଡ ବିଧାନ ହେଉ ବୋଲି ଆଶା କରୁଛନ୍ତି।

ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।

Leave A Reply

Your email address will not be published.